ଲୋକସଭାରେ ଅର୍ଥନୈତିକ ସର୍ଭେ ଉପସ୍ଥାପିତ

କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ଆର୍ଥିକ ସର୍ବେକ୍ଷଣ ରିପୋର୍ଟ ୨୦୨୫-୨୬ ଉପସ୍ଥାପନ କରିଛନ୍ତି । ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ଜିଡିପି ଅଭିବୃଦ୍ଧି ହାର ୭.୪ ପ୍ରତିଶତ ରହିବା ନେଇ ରିପୋର୍ଟରେ ଆକଳନ କରାଯାଇଛି । ଏହା ଉପଭୋଗ ଏବଂ
Read More...

ପଞ୍ଚଭୂତରେ ବିଲୀନ ହେଲେ ଅଜିତ୍ ପାୱାର

ମୁମ୍ୱାଇ: ପଞ୍ଚଭୂତରେ ବିଲୀନ ହେଲେ ଅଜିତ୍ ପାୱାର । ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାରଙ୍କ ମୃତ୍ୟୁ ପରେ ଗୁରୁବାର  ସମ୍ମାନ ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଦିନ ୧୧ଟା ସମୟରେ ଅଜିତ ପାୱାରଙ୍କ ରାଜନୈତିକ ଗଡ଼ ବାରାମତିର ବିଦ୍ୟା ପ୍ରତିଷ୍ଠାନ ମୈଦାନରେ ତାଙ୍କ ଅନ୍ତିମ
Read More...

ମୃତ ହିତାଧିକାରୀଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର- ରାସନକାର୍ଡର ମୃତ ହିତାଧିକାରୀଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯେଉଁ ରାସନକାର୍ଡ ଉପଭୋକ୍ତା ମାନେ ମୃତ ବ୍ୟକ୍ତିଙ୍କ ନାଁରେ ଚାଉଳ ଉଠାଉଥିବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବା ନେଇ ଚେତାବନୀ
Read More...

ଅଜିତ ପାୱାରଙ୍କ ଦୁର୍ଘଟଣା ସଂପର୍କରେ ଏମିତି କହିଲେ ପ୍ରତ୍ୟକ୍ଷଦର୍ଶୀ

ନୂଆଦିଲ୍ଲୀ। ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ଏହି ଦୁଃଖଦ ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ଲୋକଙ୍କର ମୃତ୍ୟୁ ହୋଇଛି। ଘଟଣାଟି ସକାଳ ପ୍ରାୟ 8:45 ରେ ଘଟିଥିଲା।ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ମାତ୍ରେ ଏହା ଏକ ବଲ୍ ରେ ପରିଣତ
Read More...

କମିବ ଶୀତ, ବଢିବ ତାତି

ଭୁବନେଶ୍ୱର: କମିବ ଶୀତ । ଆସନ୍ତା ୩ ଦିନ ମଧ୍ୟରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ । ଭୁବନେଶ୍ୱରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡ଼ି ରହିବା ସହ କାକର ପଡ଼ିବ । ଦିନର ତାପମାତ୍ରା ୩୨ ଡିଗ୍ରୀ ଓ ରାତିରେ ୧୫ ଡିଗ୍ରୀ ରହିବ । ପାଣିପାଗ ବିଭାଗ ଏହି ଆକଳନ କରିଛି
Read More...

ଟିମ୍ ଇଣ୍ଡିଆକୁ ରାହୁଲ ଦ୍ରାବିଡଙ୍କ ବଡ଼ ବାର୍ତ୍ତା;ଗୋଟିଏ ଖରାପ ଦିନ ସବୁକିଛି ନଷ୍ଟ କରିପାରେ, 2023 କ୍ଷତକୁ…

ନୂଆଦିଲ୍ଲୀ। ଭାରତୀୟ କ୍ରିକେଟ ଦଳର ପୂର୍ବତନ ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ ଫେବୃଆରୀ ୭ ତାରିଖରୁ ଆରମ୍ଭ ହେଉଥିବା ଟି୨୦ ବିଶ୍ୱକପ୍ ୨୦୨୬ ରେ ଭାରତକୁ ଟାଇଟଲ୍ ରକ୍ଷା କରିବା ପାଇଁ ସବୁଠାରୁ ଦୃଢ଼ ଦାବିଦାର ବୋଲି ଘୋଷଣା କରିଛନ୍ତି। ଟିମ୍ ଇଣ୍ଡିଆ ଉପରେ ବିଶ୍ୱାସ ପ୍ରକାଶ କରିବା ସହିତ,
Read More...

ସମବାୟ ଆନ୍ଦୋଳନରୁ ଉପମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ… ଅଜିତ ପାୱାରଙ୍କ ଅଳ୍ପରେ ଜାଣନ୍ତୁ

ନୂଆଦିଲ୍ଲୀ। ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ତାଙ୍କ ସହିତ ଅନ୍ୟ 5 ଜଣଙ୍କ ମଧ୍ୟ ମୃତ୍ୟୁ ହୋଇଛି। ବୁଧବାର ସକାଳେ ପୁଣେ ଜିଲ୍ଲାରେ ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ଅନ୍ୟ 5 ଜଣଙ୍କ ମୃତ୍ୟୁ
Read More...

ବିଭିନ୍ନ ଜିଲ୍ଲାରେ ‘ଓଡ଼ିଶା ବନ୍ଦ’ର ପ୍ରଭାବ

ଭୁବନେଶ୍ୱର: ଧାନକିଣା ଅବ୍ୟବସ୍ଥା, ଯାନବାହନ ପ୍ରଦୂଷଣ ସାର୍ଟିଫିକେଟ୍‌ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ଟାଟା କମ୍ପାନିର ମନମାନି ବିରୋଧରେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବନିର୍ମାଣ କୃଷକ ସଂଗଠନ। ଆଜି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟିଆ ରାଜ୍ୟବ୍ୟାପୀ ଆନ୍ଦୋଳନ ଜାରି ରହିଛି।
Read More...

୭୭ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,:ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ
Read More...

ଆମ ସମ୍ବିଧାନ ଆମକୁ ଭାତୃଭାବରେ ବାନ୍ଧି ରଖିଛି:ମୁଖ୍ୟମନ୍ତ୍ରୀ

କଟକ: ବାରବାଟୀରେ ଷ୍ଟାଡିୟମରେ ଆୟୋଜିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ ।ଏହି ଅବସରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି କହିଛନ୍ତି ଯେ ୧୯୮୦ ମସିହା ପର୍ଯ୍ୟନ୍ତ ଦେଶର ଆର୍ଥିକ ଅଭିବୃଦ୍ଧି
Read More...