ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ୧୭ରୁ ନାମାଙ୍କନ
ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଉ ଏହାସହ ପଞ୍ଚାୟତ ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବାଟ ଖୋଲିଲା । ନିର୍ବାଚନ ଅଧିକାରୀ ମାନେ ବିଜ୍ଞପ୍ତି ଜାରି କରିଛନ୍ତି । ପଞ୍ଚାୟତ ଅଫିସରେ ସରପଞ୍ଚ ଓ ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଜିଲ୍ଲା!-->…
Read More...
Read More...