ଭାଇସ ଆଡମିରାଲ ଶ୍ରୀହରିଲାଲ ଶର୍ମାଙ୍କ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସଂପନ୍ନ
ପୁରୀ : ଭାଇସ ଆଡମିରାଲ ଶ୍ରୀହରିଲାଲ ଶର୍ମାଙ୍କ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସଂପନ୍ନ ହୋଇଛି । ସ୍ୱର୍ଗଦ୍ୱାରରେ ତାଙ୍କୁ ନୌସେନା ପକ୍ଷରୁ ପୂର୍ଣ୍ଣ ରାଷ୍ଟ୍ରିୟ ମର୍ଯ୍ୟାଦା ପ୍ରଦାନ କରାଯାଇଛି । ଏଥିସହ ସ୍ୱର୍ଗତ ଭାଇସ ଆଡମିରାଲଙ୍କୁ ଜିଲ୍ଲା ଓ ପୁଲିସ ପ୍ରଶାସନ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ!-->…
Read More...
Read More...