ରାଜ୍ୟ ସରକାରୀ କର୍ମଚାରୀ ମାନଙ୍କ ପାଇଁ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି
ଭୁବନେଶ୍ୱର,୩୧/୧୨- ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ୦୧.୦୭.୨୦୨୧ରୁ ପିଛିଲା ଭାବରେ!-->…
Read More...
Read More...