ବ୍ରଜରାଜନଗରର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ
ଭୁବନେଶ୍ୱର: ବ୍ରଜରାଜନଗରର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ ହୋଇଛି। ହୃଦଘାତରେ ଆକ୍ରାନ୍ତ ହୋଇ ସେ ଝାରସୁଗୁଡ଼ାରେ ଏକ ଘରୋଇ ମେଡ଼ିକାଲ୍ରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ଘଟିଛି। ଆଜି ସନ୍ଧ୍ୟା ପ୍ରାୟ ୬ଟା ବେଳେ କିଶୋର ମହାନ୍ତି ଝାରସୁଗୁଡ଼ା!-->…
Read More...
Read More...