ସ୍ୟାଣ୍ଡ ଆନିମେସନ ମାଧ୍ୟମରେ ଜେନେରାଲ ବିପିନ ରାୱତଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି
ପୁରୀ : ଭାରତର ପ୍ରଥମ ଚିଫ ଅଫ ଡିଫେନ୍ସ ଜେନେରାଲ ବିପିନ ରାୱତଙ୍କୁ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ସ୍ୟାଣ୍ଡ ଆନିମେସନ ମାଧ୍ୟମରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।ଏହି ବାଲୁକା ଆନିମେସନ ପ୍ରସ୍ତୁତ କରିବାକୁ ମାନସ ସାହୁଙ୍କୁ ୨ ଘଣ୍ଟା ସମୟ ଲାଗିଥିଲା । ଏଥିରେ!-->…
Read More...
Read More...