ପାଟଣାଗଡରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ସ୍ଥିତି ଅନୁଧ୍ୟାନ କଲେ କେନ୍ଦ୍ରୀୟ ଟିମ୍
ପାଟଣାଗଡ : ପାଟଣାଗଡ଼ଠାରେ ଆଗାମୀ ଦିନରେ ସ୍ଥାପନ ହେବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ କେନ୍ଦ୍ରୀୟ ଅନୁଧ୍ୟାନକାରୀ ଦଳ ଆଜି ପାଟଣାଗଡରେ ପହଞ୍ଚି ସ୍ଥାନ ନିରୂପଣ ପ୍ରକ୍ରିୟା ଆରମ୍ଭ କରିଥିବା ଜଣାପଡିଛି । କେନ୍ଦ୍ରୀୟ ଅନୁଧ୍ୟାନକାରୀ ଦଳ କେନ୍ଦ୍ରୀୟ ବିଦ୍ୟାଳୟ ଅତିରିକ୍ତ ସଚିବ!-->…
Read More...
Read More...