ଚିକିତ୍ସା ପାଇଁ ମୁମ୍ୱାଇ ଗଲେ ବିଜେଡି ସୁପ୍ରିମୋ ନବୀନ
ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସର୍ଭାଇକାଲ ଆଥ୍ରାଇଟିସ ରୋଗରେ ପୀଡ଼ିତ । ଏହାର ଚିକିତ୍ସା ପାଇଁ ଆଜି ମୁମ୍ବାଇ ଯାଇଛନ୍ତି ନବୀନ । ଆସନ୍ତା ୨୨ ତାରିଖରେ ମୁମ୍ବାଇ ସ୍ଥିତ କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ସର୍ଭାଇକାଲ!-->…
Read More...
Read More...