କୋଟିଆ ସମସ୍ୟା ନେଇ ଉଚ୍ଚସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର: କୋଟିଆ ସମସ୍ୟା ନେଇ ରାଜ୍ୟ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଓଡିଶା-ଆନ୍ଧ୍ରପ୍ରଦେଶ ମଧ୍ୟରେ ଲାଗି ରହିଥିବା ବିଭିନ୍ନ ବିବାଦର ସମାଧାନ ଲାଗି ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ତୁରନ୍ତ ଏହାର ସମାଧାନ ଲାଗି ଉଭୟ ରାଜ୍ୟ ସହମତି ପ୍ରକାଶ
Read More...

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୫୫ କରୋନା ପଜିଟିଭ୍, ୧୦୪୮୦୦୯ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର ୨୫।୧୧: ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୯୭ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩୮ଜଣ ସ୍ଥାନୀୟ
Read More...

ନୟାଗଡ ଡିଏଫ୍‌ଓ ଭାବେ ଯୋଗ ଦେଲେ କ୍ଷମା ଷଡଙ୍ଗୀ

ଦଶପଲ୍ଲା :ନୟାଗଡ ବନଖଣ୍ଡକୁ ଆସିଲେ ନୂତନ ବନଖଣ୍ଡ ଅଧିକାରୀ । ଆଇଏଫଏସ୍‌ ଧନରାଜ ଏଚଡିଙ୍କ କେନ୍ଦୁଝର ଜିଲ୍ଲାକୁ ବଦଳି ହୋଇଥିବା ବେଳେ ଖୋର୍ଦ୍ଧା ବନଖଣ୍ଡ ଅଧିକାରୀ ପୂର୍ଣ୍ଣିମା ପାଣ୍ଡିଆନ ନୟାଗଡ ବନଖଣ୍ଡର ଅତିରିକ୍ତ ଦାୟୀତ୍ୱ ନେଇଥିଲେ । ହେଲେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଡିଏଫଓ ମାନଙ୍କ
Read More...

ଜୋର୍‌ ଧରିଲା ଅପରେସନ୍‌ ନୀଳ ଜହର, ପୁଣି ନଷ୍ଟ ହେଲା ୧୧କୋଟି ଟଙ୍କାର ବେଆଇନ୍‌ ଗଞ୍ଜେଇ ଗଛ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଜାରି ରହିଛି ଅପରେସନ୍‌ ନୀଳ ଜହର । ପୁଣି ନଷ୍ଟ ହେଲା ୧୧କୋଟି ଟଙ୍କାର ବେଆଇନ୍‌ ଗଞ୍ଜେଇ ଗଛ । ରେବିଙ୍ଗିଆ ପଞ୍ଚାୟତର ସଲାକିଆ ଓ ପଡ଼ିଗାଁ ଅଞ୍ଚଳରେ ୧୧୦ ଏକର ଜଙ୍ଗଲ ଜମିରେ ହୋଇଥିଲା ବେଆଇନ୍‌ ଗଞ୍ଜେଇ ଚାଷ ।
Read More...

କନ୍ଧମାଳ ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷଣା

ଫୁଲବାଣୀ,୨୪/୧୧- କନ୍ଧମାଳ ବିଜୁଜନତା ଦଳର ନୂତନ କର୍ମକର୍ତ୍ତା ନିଯୁକ୍ତି କରାଯାଇଛି । ଜିଲ୍ଲା ସଭାପତି ସରୋଜ କର୍ଣ୍ଣଙ୍କ ଦ୍ୱାରା ଚୟନ କରାଯାଇଥିବା ବ୍ୟକ୍ତି ।ନଙ୍କ ତାଲିକାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିବା ନେଇ ଆଜି କନ୍ଧମାଳ ଜିଲ୍ଲା ସଭାପତି ସୂଚନା ଦେଇଛନ୍ତି ।
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଜନଶୁଣାଣୀ ପୋର୍ଟାଲ ଏବଂ ଓଡିଆ ଭର୍ଚୁଆଲ ଏକାଡେମୀର ନୂତନ ୱେବ୍ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ୱେବ୍‌ ପୋର୍ଟାଲ ଲୋକାର୍ପିତ କରିଛନ୍ତି। ଗୋଟିଏ ହେଉଛି ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ବିଭାଗର ଜନଶୁଣାଣୀ ପୋର୍ଟାଲ ଏବଂ ଦ୍ବିତୀୟଟି ହେଉଛି ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି
Read More...

୮୧ ଜଣ ଡାକ୍ତରଙ୍କ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର:ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲି ଥିବା ଓଡିଶା ମେଡିକାଲ ଓ ସ୍ବାସ୍ଥ୍ୟସେବା (ଓଏମ୍‌ଏଚ୍‌ଏସ) ଗ୍ରୁପ-ଏ (ଜୁନିଅର ବ୍ରାଞ୍ଚ)ରେ ଡାକ୍ତର ପଦବୀ ପୂରଣ କରିବାକୁ ଯାଉଛନ୍ତି। ଓଡିଶା ରାଜ୍ୟ
Read More...

ବୌଦ୍ଧ ଜିଲ୍ଲାରେ ଭୋଟର ତାଲିକା ପର୍ଯ୍ୟବେକ୍ଷକଙ୍କ ସମୀକ୍ଷା ବୈଠକ

ବୌଦ୍ଧ,୨୪ା୧୧- ଚଳିତ ବର୍ଷର ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମର ତଦାରଖ ପାଇଁ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଆଜି ବୌଦ୍ଧ ଗସ୍ତ କରିଥିଲେ । ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶା, ସ୍ୱରାଷ୍ଟ୍ର (ନିର୍ବାଚନ) ବିଭାଗ ଦ୍ୱାରା ଶ୍ରୀମତୀ ସୁଜାତା ସାହୁ, ଭା.ପ୍ର.ସେ ବୌଦ୍ଧ
Read More...

କଂଗ୍ରେସ ଓ ବିଏସ୍‌ପିକୁ ଝଟକା, ବିଜେପିରେ ସାମିଲ ହେଲେ ଏହି ଦୁଇନେତ୍ରୀ

ଲକ୍ଷ୍ନୌ: ଆସନ୍ତାବର୍ଷ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଓ ବିଏସ୍‌ପିକୁ ବଡ଼ ଝଟକା ଲାଗିଛି। ଆଜି କଂଗ୍ରେସରେ ରହି ଦଳ ବିରୋଧରେ ବିଦ୍ରୋହ ଘୋଷଣା କରିଥିବା ଅଦିତି ସିଂହ ବିଧିବଦ୍ଧ ଭାବେ ବିଜେପିରେ ମିଶିଛନ୍ତି । ଅଦିତି ଏକଦା କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ
Read More...

ରନ୍ଧନ ଗ୍ୟାସର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ କଣ୍ଟାମାଳ ବିଜେଡି ତରଫରୁ ବିକ୍ଷୋଭ

କଣ୍ଟାମାଳ,୨୪/୧୧- କେନ୍ଦ୍ର ସରକାରଙ୍କ ଅହେତୁକ ରନ୍ଧନ ଗ୍ୟାସ ଦର ବୃଦ୍ଧିକୁ ହ୍ରାସ କରିବା ପାଇଁ ଆଜି କଣ୍ଟାମାଳ ନିର୍ବାଚନ ମଣ୍ଡଳୀର କଣ୍ଟାମାଳ ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ବିଜୁ ଯୁବ, ଛାତ୍ର, ମହିଳା ଜନତା ଦଳ ତରଫରୁ ବିକ୍ଷୋଭ କରାଯିବା ସହ ବିଡିଓଙ୍କ ଜରିଆରେ ରାଷ୍ଟ୍ରପତିଙ୍କ
Read More...