ସ୍ତ୍ରୀର ଟାଙ୍ଗିଆ ଚୋଟରେ ସ୍ୱାମୀ ମୃତ

କରଞ୍ଜିଆ : ସ୍ତ୍ରୀର ଟାଙ୍ଗିଆ ଚୋଟରେ ଯାଇଛି ସ୍ୱାମୀଙ୍କ ଜୀବନ । ଆଜି ଏପରି ହୃଦୟ ବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅଞ୍ଚଳରୁ । ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।ପଞ୍ଚାୟତ କାର୍ଯ୍ୟାଳୟରେ
Read More...

କନିଷ୍ଠ ଯନ୍ତ୍ରୀଙ୍କ ହୃଦଘାତରେ ମୃତ୍ୟୁ

ଗଂଜାମ : କାର୍ଯ୍ୟରତ ସମୟରେ ଜଣେ କନିଷ୍ଠ ଯନ୍ତ୍ରୀଙ୍କ ହୃଦଘାତରେ ମୃତ୍ୟୁ ଘଟିଛି । ମୃତ୍ୟୁ କନିଷ୍ଠ ଯନ୍ତ୍ରୀଙ୍କି ଜଣଙ୍କ ହେଉଛନ୍ତି ଅଶୋକ କୁମାର ବଡ଼ଜେନା । ସେ ଗଂଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ସ୍ଥିତ ଋଷିକୂଲ୍ୟା ଜଳସେଚନ ବିଭାଗରେ ଦୀର୍ଘ ୧୨ ବର୍ଷ ଧରି କର୍ଯ୍ୟରତ ଥିଲେ । ଆଜି ହୁମ୍ମା
Read More...

ବୌଦ୍ଧ ଜିଲ୍ଲା କିଷାନ କଂଗ୍ରେସ ତରଫରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ବୌଦ୍ଧ : ସିନ୍ଧୁ ସୀମାରେ ନରେନ୍ଦ୍ର ମୋଦୀଙ୍କର ତିନୋଟି କଳା କୃଷି ଆଇନକୁ ପ୍ରତ୍ୟାହାର ଦାବୀ ନେଇ ଆନ୍ଦୋଳନରେ ବସିଥିବା ଚାଷୀମାନଙ୍କ ମଧ୍ୟରେ ସହିଦ ହୋଇଥିବା ୭୦୦ ଉଦ୍ଧ୍ୱର୍ ଚାଷୀଙ୍କ ଅମର ଆତ୍ମାର ସଦଗତି ଓ ଧାରଣା ସ୍ଥଳରେ ସହିଦ ହୋଇଥିବା ଚାଷୀଙ୍କୁ ସହିଦର ମାନ୍ୟତା ଦାବୀ ନେଇ ଆଜି ବୌଦ୍ଧ
Read More...

ସହରାଞ୍ଚଳ ରାସ୍ତାଘାଟ ଓ ନର୍ଦ୍ଦମା ମରାମତି ତଥା ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବର୍ଷା ଯୋଗୁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳର କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ ଆଦିର ମରାମତି ତଥା ଉନ୍ନତି କରଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା
Read More...

୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି School Transformation କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଜଗତସିଂହପୁରର ୧୪ଟି ସ୍କୁଲ, ଦେବଗଡର
Read More...

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା, ସାମିଲ ହେଲା ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲା

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଉଭୟ ଜିଲ୍ଲାର ୧୦ ଲକ୍ଷ ଲେଖାଏ ଲୋକ ଏହି ସୁବିଧା ପାଇବେ । ଏହାସହିତ ରାଜ୍ୟର ୧୫ଟି ଜିଲ୍ଲାର ଜନସାଧାରଣ ଏହି
Read More...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସଂଖ୍ୟାଲଘୁ ସେଲ ମୁସଲିମ ସମ୍ପ୍ରଦାୟ ପକ୍ଷରୁ ପସ୍ତୁତି ବୈଠକ

ଫୁଲବାଣୀ: ବିଜୁଜନତା ଦଳ ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର କନ୍ଧମାଳ ଜିଲ୍ଲା ଗସ୍ତକୁ ନେଇ ଉତ୍ସାହିତ ହୋଇ ଏବଂ ବିଜେଡିର ଦଳୀୟ ସଂଗଠନ ବୃଦ୍ଧି ଉଦ୍ଦେଶ୍ୟରେ ସଂଖ୍ୟା ଲଘୁସେଲ ମୁସଲିମ ସମ୍ପ୍ରଦାୟ ପକ୍ଷରୁ ଏକ ପସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଫୁଲବାଣୀ ସଦର
Read More...

ଲୋକକଳା ଗ୍ରାମରେ କାର୍ତ୍ତିକ ପୂର୍ଣ୍ଣିମା ଉତ୍ସବ ଓ ପ୍ରତିଯୋଗିତା

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ମହାଦେବପାଲି ପଞ୍ଚାୟତ ଲୋକକଳା ଗ୍ରାମ କର୍ତ୍ତଙ୍ଗ ଠାରେ କାର୍ତ୍ତିକ ପୂର୍ଣ୍ଣିମା ମହୋତ୍ସବ ଓ ପ୍ରତିଯୋଗିତା ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଜ୍ୟୋତିରଂଜନ
Read More...

ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ନବଜାତ ଶିଶୁ କନ୍ୟା ଚୋରି ଅଭିିଯୋଗ

ସୁବର୍ଣ୍ଣପୁର : ଗତକାଲି ବୀରମହାରାଜପୁର ଉପଖଣ୍ଡର ଷଣ୍ଢା ଗାଁର ଗଜେନ୍ଦ୍ର ତାଣ୍ଡି ନିଜ ପତ୍ନୀ ସନ୍ତୋସିନୀଙ୍କୁ ପ୍ରସୂତି ବିଭାଗରେ ଭର୍ତ୍ତି କରି ଚିକିତ୍ସା ଆରମ୍ଭ କରିଥିଲେ । ତେବେ ଗତକାଲି ସକାଳ ୯ଟା ୧୫ ମିନିଟରେ ସନ୍ତୋଷିନୀ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ । ସ୍ତ୍ରୀ ଓ ପ୍ରସୂତି
Read More...

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ବାର୍‌ହା ଶିକାରୀ ମୃତ

ବୌଦ୍ଧ,୨୦/୧୧:-ବାରହା ଶିକାର କରିବା ପାଇଁ ବିଦ୍ୟୁତ ତାର ଓ ଅନ୍ୟ ସରଞ୍ଜାମ ବ୍ୟବହାର କରି ଜାଲ ବିଛାଇଥିବା ୨ ବାର୍‌ହା ଶିକାରୀ ନିଜ ଜାଲରେ ଛନ୍ଦି ହୋଇ ମୃତ୍ୟୁବରଣ କରିଛନ୍ତି । ଏପରି ଏକ ଦୁଃଖଦ ଘଟଣା ଘଟିଯାଇଛି ବୌଦ୍ଧ ବ୍ଲକ ବଘିଆପଡା ଫାଣ୍ଡି ଅନ୍ତର୍ଗତ ପିପଲମୁଣ୍ଡା ଜଙ୍ଗଲରେ । ମିଳିଥିବା
Read More...