ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ଫୁଲବାଣୀ ଗସ୍ତକୁ ନେଇ ବିଜେଡିର ବୈଠକ
ଫୁଲବାଣୀ: ଆସନ୍ତା ୨୨ତାରିଖରେ ଫୁଲବାଣୀ ଗସ୍ତରେ ଆସୁଛନ୍ତି ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମିଳିଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଦିନିକିଆ ଗସ୍ତରେ ଫୁଲବାଣୀ ଆସିବେ । ହେଲିକପ୍ଟର ଯୋଗେ ଆସି ସ୍ଥାନୀୟ ଷ୍ଟାଡିୟମରେ ଓହ୍ଲାଇବେ । ସେଠାରେ ଆୟୋଜିତ ଏକ!-->…
Read More...
Read More...