ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ
ଭୁବନେଶ୍ୱେର: ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଶଙ୍ଖ ଭବନକୁ ଆସି ନବୀନ ପଟ୍ଟନାୟକ ନାମାଙ୍କନ ଭରିଛନ୍ତି। ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ନବୀନ। ଅନ୍ୟ କେହି ନାମାଙ୍କନ କରିନଥିବାରୁ ୧୯ରେ ସଭାପତି!-->…
Read More...
Read More...