୧୦୦ ସିଟ୍ ବିଶିଷ୍ଟ ଛାତ୍ରୀନିବାସ ପାଇଁ ଭୂମି ପୂଜନ ଓ ଉଚ୍ଚ ମାଧ୍ୟମିକ ଶ୍ରେଣୀ ଉଦଘାଟନ
ବୌଦ୍ଧ,୮/୧୧- ବୌଦ୍ଧବ୍ଲକ ମୁର୍ଷୁଣ୍ଢି ପଞ୍ଚାୟତ ଅନ୍ତର୍ଗତ ତେତଲେଙ୍ଗା ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୧୦୦ସିଟ ବିଶିଷ୍ଟ ଏକ ଛାତ୍ରୀନିବାସ ପାଇଁ ଆଜି ଭୂମିପୂଜନ ଅନୁଷ୍ଠିତ ହୋଇଛି । ଏଥିସହିତ ମାଧ୍ୟମିକ ଶ୍ରେଣୀ ଉଦଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ପ୍ରଦିପ!-->…
Read More...
Read More...