ଟ୍ରକ୍ ଓ ବାଇକ୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
ମାଲକାନଗିରି : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକର ଏମଭି ୩୭ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଦୀପକ ବିଶ୍ୱାସ ଓ ତାଙ୍କ ସ୍ତ୍ରୀ ସିପ୍ରା ବିଶ୍ୱାସ। ଦୀପକ ଓ ସିପ୍ରା!-->…
Read More...
Read More...