ନାରୀଙ୍କୁ ସୁରକ୍ଷା ଦେବ ଶକ୍ତିଶ୍ରୀ ଆପ୍:ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର:ନାରୀଙ୍କୁ ସୁରକ୍ଷା ଦେବ ଶକ୍ତିଶ୍ରୀ ଆପ୍। ଉଚ୍ଚ ଶିକ୍ଷା ବିଭାଗରେ କାର୍ଯ୍ୟରତ ମହିଳା କର୍ମଚାରୀ ଓ ଛାତ୍ରୀମାନଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶକ୍ତିଶ୍ରୀ ଆପ୍ ଲଞ୍ଚ୍ କରିଛନ୍ତି। ମହିଳା ସଶକ୍ତିକରଣ ପାଇଁ ସରକାରଙ୍କର ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।!-->…
Read More...
Read More...