ବିଜେଡିରେ ମିଶିଲେ ଯୁବନେତା ବିଶ୍ୱରଞ୍ଜନ ମଲ୍ଲିକ
ଭୁବନେଶ୍ୱର: ଶଙ୍ଖ ଧରିଛନ୍ତି ଯୁବନେତା ବିଶ୍ୱରଞ୍ଜନ ମଲ୍ଲିକ । ବିଜେଡି କାର୍ଯ୍ୟାଳୟରେ ବରୀର ବିଶ୍ୱରଞ୍ଜନ ମଲ୍ଲିକ ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ସେ ଶତାଧିକ ସମର୍ଥକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି । ଏହି ମିଶ୍ରଣ ପର୍ବରେ ବିଜେଡିର ସାଙ୍ଗଠନିକ!-->…
Read More...
Read More...