ବିଜେପି ତରଫରୁ କଣ୍ଟାମାଳରେ ବନ୍ଦ୍‌ ଶାନ୍ତିପୂର୍ଣ୍ଣ

କଣ୍ଟାମାଳ,୩୦/୧୦ - ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସଂପୃକ୍ତିକୁ ନେଇ ମନ୍ତ୍ରୀପଦରୁ ବହିଷ୍କାର ଓ ଗିରଫ ଏବଂ ଘଟଣାର ସି.ବି ଆଇ ତଦନ୍ତ ଦାବିରେ ଆଜି ଭାରତୀୟ ଜନତା ପାର୍ଟୀ ତରଫରୁ ବୌଦ୍ଧ ଜିଲ୍ଲା ବନ୍ଦ ଡାକରା ପରିପ୍ରେକ୍ଷୀରେ କଣ୍ଟାମାଳ, ପଲସାଗୋରା,
Read More...

ଦୀର୍ଘଦିନ ପରେ ଅନୁଷ୍ଠିତ ହେଲା ପୁରୀ ଜିଲ୍ଲା ପରିଷଦର ବୈଠକ

ପୁରୀ : ଦୀର୍ଘଦିନ ପରେ ଅନୁଷ୍ଠିତ ହେଲା ପୁରୀ ଜିଲ୍ଲା ପରିଷଦର ବୈଠକ। କୋଭିଡ କଟକଣା ଯୋଗୁଁ ପ୍ରାୟ ଦୁଇ ବର୍ଷ ଧରି ବସିନଥିବା ବୈଠକରେ ଆଜି ଜିଲ୍ଲାର ସମସ୍ତ ଜନପ୍ରତିନିଧି ମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଚଳିତ ଆର୍ଥିକ ବର୍ଷରେ ଜିଲ୍ଲା ପରିଷଦ ସଭ୍ୟମାନଙ୍କ ଦ୍ବାରା
Read More...

ବାଲିଗୁଡା ବିଜେଡିରେ ଗୋଷ୍ଠୀ କନ୍ଦଳ, ମନ୍ତ୍ରୀଙ୍କ ସମ୍ମୁଖରେ ୨ ଗୋଷ୍ଠୀ ହାତାହାତି

ବାଲିଗୁଡା : ବାଲିଗୁଡା ବିଜେଡିରେ ଗୋଷ୍ଠୀ କନ୍ଦଳ । ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ମୁଖରେ ଦୁଇ ଗୋଷ୍ଠୀ ହାତାହାତି ହୋଇଛନ୍ତି । ଆଇନ ଓ ପଂଚାୟତରାଜ ମନ୍ତ୍ରୀ ତଥା କନ୍ଧମାଳ ବିଜେଡିର ପର୍ଯ୍ୟବେକ୍ଷକ ପ୍ରତାପ ଜେନା ପାଞ୍ଚ ଦିନିଆ କନ୍ଧମାଳ ଗସ୍ତରେ ଆସିଥିଲେ । ଆଜି କୋଟଗଡ ଗସ୍ତ ବେଳେ
Read More...

ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚର ଅଧିବେଶନ ଅନୁଷ୍ଠିତ

ଦଶପଲ୍ଲା : ବାଲ୍ୟ ବିବାହ ପରି ଏକ ସାମାଜିକ ବ୍ୟାଧିକୁ ରୋକିବା ଲାଗି ଜିଲ୍ଲା ପ୍ରଶାସନ, ଆକ୍ସନଏଡ ଓ ଯୁନିସେଫର ମିଳିତ ସହଯୋଗରେ କିଶୋରକିଶୋରୀ ମାନଙ୍କୁ ନେଇ ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚର ଜିଲ୍ଲା ସ୍ତରୀୟ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଅନୁଷ୍ଠିତ ଏହି
Read More...

ଦରବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛି ବିଜେଡି

ଭୁବନେଶ୍ୱର : ପେଟ୍ରୋଲ, ଡିଜେଲ ଓ ଏଲ୍‍ପିଜି ଦର ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ବିରୁଦ୍ଧରେ ବିଜୁ ଜନତା ଦଳ ଯୁଦ୍ଧଂ ଦେହି ଡାକରା ଦେଇଛି । ରାଜଧାନୀ ଠାରୁ ନିର୍ବାଚନ ମଣ୍ଡଳୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଦଳ ପକ୍ଷରୁ ପ୍ରତିବାଦ କରାଯିବ ବୋଲି ଆଜି ଏଠାରେ ଆୟୋଜିତ ଏକ
Read More...

ବୌଦ୍ଧରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ

ବୌଦ୍ଧ,୩୦/୧୦- ଆଜି ଜିଲ୍ଲା ପ୍ରଶାସନ ତରଫରୁ ବିଶ୍ୱ ମିୟବ୍ୟୟିତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲାପାଳଙ୍କ ସର୍କିଟ ହାଉସ ଠାରୁ ବାହାରିଥିବା ଏକ ସଚେତନତା ବାର୍ତ୍ତା ଦେଉଥିବା ସଞ୍ଚୟ ରଥକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ
Read More...

ବିଶ୍ବ ମିତବ୍ୟୟିତା ଦିବସ ପାଳିତ

ପୁରୀ : ବିଶ୍ବ ମିତବ୍ୟୟିତା ଦିବସ ପାଳିତ ହୋଇଛି । ଏହି ଅବସରରେ ରାଜସ୍ୟ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା ସଞ୍ଚୟ ରଥକୁ ଶୁଭାରମ୍ଭ କରିଛନ୍ତି । ଏହି ରଥ ଜିଲ୍ଲାର ବିଭିନ୍ନ ବ୍ଲକ ବୁଲି ସ୍ବଳ୍ପ ସଞ୍ଚୟ ଉପରେ ସଚେତନତା ସୃଷ୍ଟି କରିବ । ସରକାରୀ ଓ ପଞ୍ଜିକୃତ ସଂସ୍ଥା
Read More...

ଧାନ ଫସଲରେ ଚକଡ଼ା ପୋକର ପ୍ରାଦୁର୍ଭାବ ଯୋଗୁଁ ଚାଷୀ ହନ୍ତସନ୍ତ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ବିନିକା ଅଞ୍ଚଳରେ ଏବେ ଧାନ ଫସଲରେ ଚକଡ଼ା ପୋକର ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି । ଯାହା ଫଳରେ ଶହ ଶହ ଏକର ଜମିର ଧାନ ଫସଲ ନଷ୍ଟ ହୋଇଯାଇଛି । ଧାର କରଜ କରି ଧାନ ଚାଷ କରିଥିବା ଚାଷୀ ଚିନ୍ତାଗ୍ରସ୍ତ ହୋଇ ପଡିଛି । ଚାଷୀ ଚକଡ଼ାପୋକର ଦମନ
Read More...

ବୌଦ୍ଧଜିଲ୍ଲା ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ

ବୌଦ୍ଧ,୩୦/୧୦- ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ଘଟଣା ନେଇ ସାରା ରାଜ୍ୟରେ ଏବେ ବିଦ୍ରୋହର ସ୍ୱର ଉଠିଥିବାବେଳେ ବୌଦ୍ଧ ଜିଲ୍ଲାରେ ଏହି ଆନ୍ଦୋଳନକୁ ଯୋରଦାର କରିଛି ବିଜେପି । ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ମନ୍ତ୍ରୀପଦରୁ
Read More...

ମମିତା ମେହେର ହତ୍ୟାକାଣ୍ଡ, ସାମ୍ବାଦିକ ସମ୍ମିଳନୀରେ ବର୍ଷିଲା ବିଜେପି ନାରୀ ନେତ୍ରୀ

ଭୁବନେଶ୍ୱର : ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେପି । ବିଜେପି କେନ୍ଦ୍ରୀୟ ପ୍ରତିନିଧି ଦଳର ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ ନାରୀ ନେତ୍ରୀ । ଏହା ଏକ ନିର୍ମମ ହତ୍ୟା । ମମିତା ସନସାଇନ ସ୍କୁଲରେ ଶିକ୍ଷୟତ୍ରୀ ଥିଲେ । ଦିବ୍ୟଶଙ୍କର ମିଶ୍ରଙ୍କ
Read More...