ବଡପଡାଠାରେ ଗଜଲକ୍ଷ୍ମୀ ପୂଜା ଉତ୍ସାହ ଉଦ୍ଦୀପନା ସହ ସମ୍ପନ୍ନ
ପାଟଣାଗଡ : ପାଟଣାଗଡ଼ ବଡପଡାଠାରେ ସାର୍ବଜନୀନ ଗଜଲକ୍ଷ୍ମୀ ପୂଜା ଉତ୍ସାହ ଉଦ୍ଦୀପନା ସହ ସମ୍ପନ୍ନ ହୋଇଯାଇଛି । ଏହି ବଡପଡାରେ ୪ର୍ଥତମ ବର୍ଷରେ ପଦାର୍ପଣ କରିଥିବା ଗଜଲକ୍ଷ୍ମୀ ପୂଜା ୧୯.୧୦.୨୦୨୧ ରୁ କଳସ ସ୍ଥାପନ ସହ ଷୋଡ଼ଶ ଉପଚାରର ପୂଜାର୍ଚ୍ଚନା ପୁରାଣ ଆରମ୍ଭ ହୋଇଥିଲା । ପ୍ରତ୍ୟେକ ଆଳତି!-->…
Read More...
Read More...