ଜିଲାର ସମସ୍ୟା ନେଇ ମିଳିତ ନାଗରିକ କମିଟି ବୈଠକରେ ଉଦବେଗ
ଫୁଲବାଣୀ: କନ୍ଧମାଳ ଜିଲ୍ଲାର ବିଭିନ୍ନ ସମସ୍ୟା ଦିନକୁ ଦିନ ଉତ୍କଟ ହେବାରେ ଲାଗିଛି । ଜିଲା ପ୍ରଶାସନର ତତ୍ପରତା ପ୍ରକାଶ ପାଉନଥିବା ଦେଖି ମିଳିତ ନାଗରିକ କମିଟି ପକ୍ଷରୁ ହାଟପଦାଠାରେ ଡ. ଅରୁପ ଜେନାଙ୍କ ପୌରୋହିତ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆବାହକ ଅଶୋକ ପରିଡା ସଦସ୍ୟମାନଙ୍କୁ!-->…
Read More...
Read More...