ମନୀଷ ମୃତ୍ୟୁ ମାମଲା; ଫୁଲବାଣୀ ଟାଉନ୍ ଥାନାରେ ଆତ୍ମସମର୍ପଣ କଲେ ୨ ସନ୍ଦିଗ୍ଧ
ଭୁବନେଶ୍ୱର : ରାଜ୍ୟର ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ହତ୍ୟା ଘଟଣା। ମନୀଷଙ୍କ ମୃତ୍ୟୁ ମାମଲାର ଦୁଇ ସନ୍ଦିଗ୍ଧ ଫୁଲବାଣୀ ଟାଉନ୍ ଥାନାରେ ଆତ୍ମସମର୍ପଣ କରିଛନ୍ତି । ଦୁଇ ସନ୍ଦିଗ୍ଧ ହେଲେ ଲିଟୁ ଓରଫ ଦୀନେଶ ମହାପାତ୍ର ଓ ମୁନା ଓରଫ ମୃତ୍ୟୁଞ୍ଜୟ । ମୃତ୍ୟୁ ପୂର୍ବରୁ!-->…
Read More...
Read More...