୭୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ
ନୂଆଦିଲ୍ଲୀ : ୭୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ । ପ୍ରଣବ ମୁଖାର୍ଜୀଙ୍କ ପରେ ରାମନାଥ କୋବିନ୍ଦ ଭାରତର ୧୪ ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ। ତାଙ୍କ ଜୀବନ ସଂଘର୍ଷରେ ପରିପୂର୍ଣ୍ଣ ଥିଲା। ରାମନାଥ କୋବିନ୍ଦ ୧୯୪୫ ମସିହାରେ ଅକ୍ଟୋବର ୧ ଏକ ସରଳ!-->…
Read More...
Read More...