ବୌଦ୍ଧ ଜିଲ୍ଲା ସଂଚୟ ବିଭାଗ ତରଫରୁ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର
ବୌଦ୍ଧ,୨୯/୯- ବୌଦ୍ଧ ଜିଲ୍ଲା ସ୍ୱଳ୍ପ ସଂଚୟ ବିଭାଗ ତରଫରୁ ହରଭଙ୍ଗା ବ୍ଲକ ଆଡେନିଗଡ ଠାରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ଶ୍ରୀ ବିରଞ୍ଚି ଧରୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଶିବିରରେ ମୁଖ୍ୟ!-->…
Read More...
Read More...