ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ
ଗଜପତି,୨୭/୯- ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁନାଥ ଆୟାର ଗଜପତି ଜିଲ୍ଲା ଗସ୍ତରେ ଆସି ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚବିଦ୍ୟାଳୟକୁ ପରିଦର୍ଶନ କରିଥିଲେ । ବିଦ୍ୟାଳୟରେ ଚାଲୁ ରହିଥିବା ୫ ଟି ଅନ୍ତର୍ଗତ ହାଇସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟଗୁଡିକ ବୁଲି ଦେଖିଥିଲେ । ତିନି ଗୋଟି!-->…
Read More...
Read More...