ନୟାଗଡ଼ରୁ ପୁଣି ଜବତ୍ ହେଲା ଧଳା ଜହର, ୫ ଗିରଫ
ଦଶପଲ୍ଲା : ନୟାଗଡ଼ ଜିଲ୍ଲାରେ ଦିନକୁ ଦିନ ବଢି ଚାଲିଛି ବ୍ରାଉନ୍ ସୁଗାର୍ କାରବାର୍ । ନୟାଗଡ଼ ହାଉସିଂ ବୋର୍ଡ କଲୋନୀରେ ଟାଉନ ପୋଲିସ ଓ ସ୍ପେଶାଲ ଟାସ୍କଫୋର୍ସ ଚଢ଼ାଉ କରି ୮୨ଗ୍ରାମ ୪୬୦ମିଲିଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ୫ଜଣ ବେପାରୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ!-->…
Read More...
Read More...