ପୁଣି ବଢିଲା ପେଟ୍ରୋଲ ଦର

ନୂଆଦିଲ୍ଲୀ : ଅନ୍ତରାଷ୍ଟ୍ରୀୟ ବଜାରରେ ତେଲ ଦର ବୃଦ୍ଧି ହେବା ଫଳରେ ଦେଶରେ ମଧ୍ୟ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି । ଲମ୍ବା ସମୟ ଧରି ତେଲ ଦର ସ୍ଥିର ରହିବା ପରେ ମଙ୍ଗଳବାର ପୁଣିଥରେ ପେଟ୍ରୋଲ ଦାମ ବୃଦ୍ଧିପାଇଛି । ଡିଜେଲ ଦର ମଧ୍ୟ ଲଗାତାର ତୃତୀୟ ଦିନ ପାଇଁ ବଢିଛି ।ତେଲ ବିତରଣ…
Read More...

ଆଜି ରାଜ୍ୟରେ ୫୪୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକୟମର ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୫୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱରେଣ୍ଟାଇନ୍ ସେଣ୍ଟରରୁ ୩୧୯ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ୨୨୬ ରହିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…
Read More...

ବିସ୍ଫୋରଣରେ ଉଡିଲା ବଳଙ୍ଗା ଥାନା କୋଠା

କୋଣାର୍କ: ବିସ୍ଫୋରଣରେ ଉଡିଲା ବଳଙ୍ଗା ଥାନା କୋଠା । ପୁରୀ ଜିଲ୍ଲା ବଳଙ୍ଗା ଥାନାର ମାଲଖାନାରେ ଗତକାଲି ବିଳମ୍ବିତ ରାତିରେ ବିସ୍ଫୋରଣ ହୋଇଛି । ଜବତ ହୋଇଥିବା ବିସ୍ଫୋରକ ଫୁଟି ଥାନାର ଛାତ ଉଡିଯାଇଛି । ସୌଭାଗ୍ୟ ବଶତଃ ଥାନାର ସେଣ୍ଟ୍ରି ସରୋଜ ବେହେରା ଏହି ବଡ ଦୁର୍ଘଟଣାରୁ ବର୍ତ୍ତି…
Read More...

ଉଦ୍ୟାନ ବିଭାଗ ତରଫରୁ ଗୁମ୍ମା ସରକାରୀ ଉଚ୍ଚ଼ ବିଦ୍ୟାଳୟରେ ୫-ଟି ମାଧ୍ୟମରେ ସୌନ୍ଦର୍ଯ୍ୟକରଣ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୁମ୍ମା ସରକାରୀ ଉଚ୍ଚ଼ ବିଦ୍ୟାଳୟରେ ୫ଟି ମାଧ୍ୟମରେ ଉଦ୍ୟାନ ବିଭାଗ ତରଫରୁ ଯୁଦ୍ଧକାଳୀନ ଭିତ୍ତିରେ ସୌନ୍ଦର୍ଯ୍ୟକରଣ ପ୍ରକ୍ରିୟା ଚାଲୁ ରହିଛି । ଏହି ସ୍କୁଲକୁ ମୁଖ୍ୟମନ୍ତ୍ରୀ ଅନୁଷ୍ଠାନିକ ଭାବେ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏଥି ଯୋଗୁଁ…
Read More...

ମୁଖ୍ୟମନ୍ତ୍ରୀଙ୍କ ଗଜପତି ଗସ୍ତକୁ ସଫଳ କରିବା ପାଇଁ ବିଜେଡିର ପ୍ରସ୍ତୁତି ବୈଠକ

ପାରଳାଖେମୁଣ୍ଡି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଜପତି ଗସ୍ତକୁ ସଫଳ କରିବା ପାଇଁ ଗଜପତି ଜିଲ୍ଲା ବିଜେଡି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରାଧାରାଣୀ କଲ୍ୟାଣି ମଣ୍ଡପ ଠାରେ ଗଜପତି ଜିଲ୍ଲା ବିଜେଡି ସଭାପତି…
Read More...

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ, ଏହି ସବୁ ଜିଲ୍ଲା ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା ‘ଗୁଲାବ’ ଯିବା ପରେ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ। ବଙ୍ଗୋପସାଗର ପୂର୍ବମଧ୍ୟ ବାଂଲାଦେଶ-ମିଆଁମାର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ଦାନା ବାନ୍ଧୁଛି। ଏ ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି ଘୂର୍ଣ୍ଣିବଳୟ…
Read More...

ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗୀତାରେ ପୁରସ୍କୃତ ହୋଇଥିବା ପ୍ରତିଯୋଗୀଙ୍କୁ ବୌଦ୍ଧଜିଲ୍ଲା ପ୍ରଶାସନ ତରଫରୁ…

ବୌଦ୍ଧ,୨୭/୯- ବୌଦ୍ଧ ଜିଲ୍ଲା ପ୍ରଶାସନ ତରଫରୁ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ଆଜି ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ସମ୍ବର୍ଦ୍ଧିତ କରିଛନ୍ତି । ସୂଚନାଯୋଗ୍ୟ ଯେ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗୀତା ପାଇଁ ବୌଦ୍ଧଜିଲ୍ଲା…
Read More...

କନ୍ଧମାଳରେ ଭାରତ ବନ୍ଦ୍‌ର ପ୍ରଭାବ

ଫୁଲବାଣୀ,୨୭/୯- କେନ୍ଦ୍ର ସରକାରଙ୍କ କୃଷକ ଓ ଶ୍ରମିକ ବିରୋଧୀ ଆର୍ଥିକ ନୀତି ଓ କୃଷକ ଆଇନକୁ ବିରୋଧ କରି ସଂଯୁକ୍ତ କିଷାନ ସଙ୍ଗଠନ ପକ୍ଷରୁ ଭାରତ ବନ୍ଦ ଡାକରାରେ କନ୍ଧମାଳ ଜିଲ୍ଲା ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଜିଲ୍ଲା ନବ ନିର୍ମାଣ କୃଷକ ସଙ୍ଗଠନ ଓ ଜିଲ୍ଲା ଯୁବ କଂଗ୍ରେସ ଏବଂ…
Read More...

କ.ନୂଆଗାଁଠାରେ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି ବୈଠକ

ବାଲିଗୁଡ଼ା,୨୭/୯: କନ୍ଧମାଳ ଜିଲ୍ଲା କ.ନୂଆଗାଁଠାରେ ଗଜଲକ୍ଷ୍ମୀ ପୂଜା ନିମନ୍ତେ ସ୍ଥାନୀୟ ହନୁମାନ ମନ୍ଦିର ପ୍ରାଙ୍ଗଣରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭା ଆରମ୍ଭରୁ ଓଟିଭିର ଦିବଙ୍ଗତ ଯୁବ ସାମ୍ବାଦିକ ଦିବଙ୍ଗତ ଅରିନ୍ଦମ ଦାସଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ୍‌…
Read More...

ଶେଷ ଦିନରେ ବିଜେଡିର ଜୋରଦାର ପ୍ରଚାର

ପୁରୀ,୨୭/୯- ପିପିଲିରେ ପ୍ରଚାର ଶେଷ ଦିନରେ ବିଜେଡି ଜୋରଦାର ପ୍ରଚାର କରିଛି । ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ସମଗ୍ର ପିପିଲି ଏନ ଏ ସି ରେ ପ୍ରଚାର କରିଥିବା ବେଳେ ବିଜେଡିର ବରିଷ୍ଠ ନେତାମାନେ ପିପିଲି ଡେଲାଙ୍ଗର ବିଭିନ୍ନ ପଞ୍ଚାୟତରେ ସଭା ସମିତି ଅୟୋଜନ ସମେତ ଡୋର ଟୁ ଡୋର…
Read More...