ତିନି ଦିନ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର
ପୁରୀ : ଆଜିଠାରୁ ତିନି ଦିନ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି । ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ପୂର୍ବ ଏସଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ!-->…
Read More...
Read More...