ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ସୋନପୁର ପ୍ରିଣ୍ଟ ମିଡ଼ିଆ ଫୋରମ ତରଫରୁ ଶୋକସଭା
ସୋନପୁର,୨୪/୯- ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ସୋନପୁର ପ୍ରିଣ୍ଟ ମିଡ଼ିଆ ଫୋରମ ତରଫରୁ ଆଜି ସନ୍ଧ୍ୟାରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସ୍ୱର୍ଗତ ଦାସଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟ ଅର୍ପଣ କରାଯାଇ ଶ୍ରନ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ସ୍ୱର୍ଗତ ଦାସଙ୍କ!-->…
Read More...
Read More...