କେଶରେ କଣ୍ଡିଶନର ଭଳି ବ୍ୟବହାର କରନ୍ତୁ ମାୟୋନିଜ୍
ମାୟୋନିଜ୍ ସାଧାରଣତଃ ଖାଦ୍ୟ ଜିନିଷରେ ବ୍ୟବହାର କରାଯାଇଥାଏ। ଏହାକୁ ସ୍ୟାଣ୍ଡଓ୍ଵିଚ୍ ଓ ବର୍ଗରରେ ଅଧିକ ମାତ୍ରାରେ ବ୍ୟବହାର କରାଯାଏ। କିନ୍ତୁ କ’ଣ ଆପଣ ଜାଣିଛନ୍ତି କି, ମାୟୋନିଜ୍ କେଶର ଅନେକ ସମସ୍ୟାକୁ ବି ଦୂର କରିବାରେ ବେଶ୍ ଲାଭଦାୟକ ହୋଇଥାଏ। ଏହା କେଶ ଝଡ଼ିବାକୁ ରୋକିଥାଏ ଏବଂ!-->…
Read More...
Read More...