ଜିଲ୍ଲା ପ୍ରେସ କ୍ଳବ ଫୁଲବାଣୀ ପକ୍ଷରୁ ସାହିତ୍ୟିକା ମନୋରମାଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା
ଫୁଲବାଣୀ : ସମାଜର ପୂର୍ବତନ କାର୍ଯ୍ୟକାରୀ ସଂପାଦିକା ପ୍ରଫେସର ଡକ୍ଟର ମନୋରମା ମହାପାତ୍ରଙ୍କ ପରଲୋକରେ ରବିବାର ଫୁଲବାଣୀ ଜିଲ୍ଲା ପ୍ରେସ କ୍ଲବରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା । ପ୍ରେସ କ୍ଲବ ସଭାପତି ସୁନୀଲ ପଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶୋକସଭାରେ ପ୍ରଥମେ ସ୍ୱର୍ଗତ ପ୍ରଫେସର!-->…
Read More...
Read More...