ପୃଥିବୀ ଉପରେ ମାଡ଼ି ଆସୁଛି ଭୟଙ୍କର ସୁନାମୀ

ପୃଥିବୀ ଉପରେ ମାଡ଼ି ଆସୁଛି ବଡ଼ ବିପଦ। ପୁଣିଥରେ ଆସିପାରେ ଭୟଙ୍କର ସୁନାମୀ। ଜଳବାୟୁ ପରିବର୍ତ୍ତନ ନେଇ ପ୍ରତିଦିନ ନୂଆ ନୂଆ ଭବିଷ୍ୟତବାଣୀ ଆସୁଥିବା ବେଳେ ଏବେ ଏଭଳି ସତର୍କ ସୂଚନା ଦେଇଛନ୍ତି ବିଶେଷଜ୍ଞ। ନିକଟରେ ଜଳବାୟୁ ପରିବର୍ତ୍ତନ ନେଇ ଏକ ଅଧ୍ୟୟନ ହୋଇଥିଲା। ଏହି ରିସର୍ଚ୍ଚରେ…
Read More...

ନିଆରା ଢଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୭୧ ବର୍ଷରେ ପାଦ ଥାପିଛନ୍ତି । ତାଙ୍କ ଜନ୍ମଦିନରେ ଚାରିଆଡୁ ଛୁଟିଛି ଶୁଭେଚ୍ଛାର ସୁଅ । ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ଦେଶର ସାଧାରଣ ନାଗରିକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଟିକେ ନିଆରା ଢଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ…
Read More...

୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ୭୧ ବର୍ଷରେ ପାଦ ଦେଲେ ନରେନ୍ଦ୍ର ମୋଦି । ଏହି ଅବସରରେ ବିଜେପି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଏଥିପାଇଁ ୨୦ ଦିନିଆ ରାଷ୍ଟ୍ରୀୟ ଅଭିଯାନର ଯୋଜନା ପ୍ରସ୍ତୁତ କରାଯାଇଛି ଯାହା ଆଜିଠାରୁ ଆରମ୍ଭ କରାଯିବ…
Read More...

ମା’ ଭଟ୍ଟାରିକା ମନ୍ଦିର ବେଢାରେ ପଶିଲା ବନ୍ୟା ଜଳ

ଆଠଗଡ : ହୀରାକୁଦ ଜଳଭଣ୍ଡାରର ଗେଟ୍ ଖୋଲିବା ପରେ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି । ଫଳରେ କଟକ ଜିଲ୍ଲା ବଡମ୍ବାର ଅଧୀଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ବେଢାରେ ପାଣି ପଶିଛି ।ଶୁକ୍ରବାର ମହାନଦୀ ଜଳ ମନ୍ଦିରର ମୁଖ୍ୟଦ୍ବାରକୁ ଛୁଇଁଥିଲା । ଏହାପରେ ମୁଖଶାଳାକୁ ବନ୍ଦ କରାଯାଇଛି।…
Read More...

ଆସୁଛି ପାର୍ବଣ, ହସୁଛି କାଶତଣ୍ଡି

ପାରଳାଖେମୁଣ୍ଡି : ଶରତର ଆଗମନରେ କାଶତଣ୍ଡିର ସମ୍ଭାର ଦେଖିବାକୁ ମିଳେ । ରାସ୍ତା କଡଠାରୁ ଆରମ୍ଭ କରି ଚାଷଜମି ନଇପଠା ଯାଏଁ ସବୁଠୁ ଦୋହଲୁ ଥାଏ କାଶତଣ୍ଡି ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି କାଶତଣ୍ଡିର ସମ୍ଭାର ମଳୟ ପବନରେ ପାର୍ବଣ ୠତୁର ବାସ୍ନା ବାରି ହୋଇ ଗଲାଣି ।…
Read More...

କମୁଛି ହୀରାକୁଦ ଜଳସ୍ତର

ସମ୍ବଲପୁର: କମୁଛି ଉପରମୁଣ୍ଡରେ ବର୍ଷା । ସେଥପାଇର୍ କମୁଛି ହୀରାକୁଦର ଜଳସ୍ତର । ବର୍ତ୍ତମାନ ହୀରାକୁଦ ଡ୍ୟାମର ଜଳସ୍ତର ନିୟନ୍ତ୍ରଣ ପାଇଁ ୨୮ଟି ଗେଟ୍ ଦେଇ ଡ୍ୟାମରୁ ଜଳ ନିଷ୍କାସନ କରାଯାଉଛି । ହୀରାକୁଦରୁ ନିଷ୍କାସିତ ହେଉଛି ୪.୮୭ଲକ୍ଷ କୁ୍ୟସେକ ଜଳ । ଏଥିପାଇଁ ମହାନଦୀ ଫୁଲି ଉଠୁଛି,…
Read More...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

ପାଟଣାଗଡ଼ : ଗୁରୁବାର ବିଳମ୍ବିତ ରାତିରେ ବ୍ରାହ୍ମଣୀ ଗାଁରେ ହାତୀ ଆକ୍ରମଣରେ ଜଣେ ମୃତ ଓ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ହରିଶଙ୍କର ବନାଞ୍ଚଳରେ ଗତ କିଛି ଦିନ ହେଲା ହାତୀର ଆତଙ୍କ ଖେଳିଯାଇଛି । ଗତକାଲି ରାତି ପ୍ରାୟ ୧୦ ଟା…
Read More...

ମାୟାବତୀ ନଦୀରୁ ଅଜଣା ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର

ପାଟଣାଗଡ଼ : ପାଟଣାଗଡ଼ ସହରକୁ ଦେଇ ଲମ୍ବି ଯାଇଥିବା ମାୟାବତୀ ନଦୀ କୂଳର ବରପଦର ପିଏଚ୍‌ଡି ପାଣି ଟାଙ୍କି ନିକଟରେ ଏକ ଅଜଣା ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି ପୋଲିସ । ଏହି ଶବ କାହାର କେଉଁଠି ଆସିଲା ତାହା ଜଣାପଡି ନଥିବା ବେଳେ ପୁଲିସ ଘଟଣା ସ୍ଥଳରେ ପହଁଚି ଶବ ଉଦ୍ଧାର କରି ତଦନ୍ତ…
Read More...

ପଦ୍ମନାଭପୁରରେ ସତ୍ୟ ସାଇବାବାଙ୍କ ଜନ୍ମ ଜୟନ୍ତୀ ପାଳନ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିକଟସ୍ଥ ପଦ୍ମନାଭପୁର ଗ୍ରାମର କରଣ ସାହିରେ ସତ୍ୟ ସାଇବାବାଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ କାଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ୟୁ . ସୁର୍ଯ୍ୟନାରାୟଣ ରାଓ, ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସେହିପରି ସତ୍ୟ…
Read More...

ମୁଣ୍ଡଳୀରେ ବଢିଲା ମହାନଦୀ ଜଳସ୍ତର

କଟକ : ମୁଣ୍ଡଳୀ ନିକଟରେ ବଢିଲା ମହାନଦୀ ଜଳସ୍ତର । ମୁଣ୍ଡଳୀରେ ସକେଣ୍ଡ ପିଛା ୬ ଲକ୍ଷ ୮ ହଜାର ଘନଫୁଟ ଜଳ ପ୍ରବାହିତ ହେଉଛି । ମୁଣ୍ଡଳୀ ଅପ୍ ଷ୍ଟ୍ରିମରେ ଜଳସ୍ତର ୮୯.୦୧ ଫୁଟ ରହିଛି । ମୁଣ୍ଡଳୀ ଅପ୍ ଷ୍ଟ୍ରିମରେ ବିପଦ ସଙ୍କେତ ହେଉଛି ୯୭.୨୫ ଫୁଟ । ମୁଣ୍ଡଳୀ ଡାଉନ୍ ଷ୍ଟ୍ରିମରେ ଜଳସ୍ତର…
Read More...