ରାଜ୍ୟରେ ଆଉ ୬୮ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର: ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଉଛି କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ!-->…
Read More...
Read More...