ମହାରାଜାଙ୍କ ବାଳକ ଉଚ୍ଚ଼ ବିଦ୍ୟାଳୟରେ ‘ଫିଟ୍ ଇଣ୍ଡିଆ ଫ୍ରିଡ଼ମ୍ ରନ’
ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ଼ ବିଦ୍ୟାଳୟ ପରିସରରେ ୨ ଓଡିଶା ବାଟାଲିଏନ୍ ଏନ୍.ସି.ସି ପକ୍ଷରୁ "ଫିଟ୍ ଇଣ୍ଡିଆ ଫ୍ରିଡ଼ମ୍ ରନ୍’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ୟ୍ୟକ୍ରମକୁ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଦିଲ୍ଲୀପ କୁମାର ମହାରଣା!-->…
Read More...
Read More...