ପ୍ରବଳ ବର୍ଷା ସମ୍ଭାବନା,ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ
ଭୁବନେଶ୍ୱର: ଉତ୍ତର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଯାହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ପାଇଁ ୨୨ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ୬ଟି!-->…
Read More...
Read More...