ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟ ଦ୍ୱାରା ଛାତ୍ରଛାତ୍ରୀମାନେ ବିଶେଷ ଉପକୃତ ହେବେ – ଧର୍ମେନ୍ଦ୍ର ପ୍ରଧାନ
ଆଠମଲ୍ଲିକ: ଶିକ୍ଷା କ୍ଷେତ୍ରରେ ଆଠମଲ୍ଲିକ ହେଉଛି ଅଗ୍ରଣୀ ଅଞ୍ଚଳ । ସେହି ପରମ୍ପରାକୁ ଆଗକୁ ନେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଆଠମଲ୍ଲିକ ସବଡିଭିଜନରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବାର ଜନ ଆକାଂକ୍ଷା ଆଜି ପୂରଣ ହୋଇଛି ବୋଲି ଏହାର ଅସ୍ଥାୟୀ କ୍ୟାମ୍ପସର!-->…
Read More...
Read More...