ସେମିରେ ଭାରତୀୟ ପୁରୁଷ ହକି ଦଳ
ଟୋକିଓ: ଚଳିତ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ୍ ସେମିଫାଇନାଲରେ ପହଞ୍ଚିଛି। ରବିବାର ଭାରତୀୟ ପୁରୁଷ ଟିମ୍ କ୍ୱାର୍ଟର୍ ଫାଇନାଲରେ ଗ୍ରେଟ୍ ବ୍ରିଟେନକୁ ୩-୨ ଗୋଲରେ ହରାଇ ଅନ୍ତିମ-୪ ଟିକେଟ୍ କାଟିଛି। ଏଥିସହ ଭାରତ ୪୧ ବର୍ଷ ପରେ ଅଲିମ୍ପିକ୍ସର ସେମିଫାଇନାଲରେ ସ୍ଥାନ ହାସଲ!-->…
Read More...
Read More...