ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ
ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ରେଜଲ୍ଟ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସାମ୍ବାଦିକ ସମ୍ମିଳନୀ ଜରିଆରେ ଫଳ ଘୋଷଣା କରିଛନ୍ତି । ବିଜ୍ଞାନରେ ଚଳିତବର୍ଷ ୯୫.୧୫ ପ୍ରତିଶତ ରେଜଲ୍ଟ ହୋଇଛି । ସେହିପରି ବାଣିଜ୍ୟରେ ମଧ୍ୟ ୯୪.୯୩ ପ୍ରତିଶତ!-->…
Read More...
Read More...