ପ୍ରଧାନମନ୍ତ୍ରୀଙ୍କ ବଡ ଘୋଷଣା: ମେଡିକାଲ ଶିକ୍ଷାରେ ଓବିସିଙ୍କୁ ସଂରକ୍ଷଣ
ନୂଆଦିଲ୍ଲୀ : ଡାକ୍ତରୀ ପଢିବାକୁ ଇଚ୍ଛୁକ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି ମୋଦି ସରକାର । ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ଏବଂ ଆର୍ଥିକ ଅନଗ୍ରସର ବର୍ଗ(ଇଡବ୍ଲୁଏସ)ଙ୍କ ପାଇଁ ନୂଆ ଆରକ୍ଷଣ ନିୟମ ଲାଗୁ କରାଯାଇଛି । ଏହି କ୍ରମରେ ଏଣିକି ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ!-->…
Read More...
Read More...