ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା କନ୍ଦରାଭଟା ଜଳମହାଦେବ ପୀଠ ପ୍ରତି ରାଜ୍ୟ ପର୍ଯ୍ୟଟନ ବିଭାଗର ଦୃଷ୍ଟି ପଡୁ
ପାଟଣାଗଡ : ବଲାଙ୍ଗୀର ଜିଲ୍ଲା ତଥା ପଶ୍ଚିମଓଡ଼ିଶାର ପ୍ରସିଦ୍ଧ ହରିଶଙ୍କର ପୀଠ ଗନ୍ଧମାର୍ଦ୍ଦନ ପାଦଦେଶରେ ଅବସ୍ଥିତ । ପର୍ବତର ପଶ୍ଚିମ ଦିଗର ହରିଶଙ୍କର ପୀଠଠାରୁ ପ୍ରାୟ ୪ କିମି ଦୂରରେ ଅବସ୍ଥିତ ଜଳମହାଦେବ ପୀଠ । ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ସଦରମହକୁମାଠାରୁ ପ୍ରାୟ ୫୦ କିମି ଦୂର!-->…
Read More...
Read More...