ବୌଦ୍ଧଜିଲ୍ଲା: ଆଜି ୪ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟାହେଲା ୧୨୪୯୦
ବୌଦ୍ଧ,୨୮/୭- ଆଜି ଜିଲ୍ଲାରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିଆରସିଂଙ୍କ ସୂଚନା ଅନୁଯାୟୀ ଆଜି ମଧ୍ୟ କେବଳ କଣ୍ଟମାଳ ବ୍ଲକ ଗୁଡଭେଲିପଦର ପଞ୍ଚାୟତ ଗୁଡଭେଲିପଦର ଗ୍ରାମରୁ!-->…
Read More...
Read More...