ରାଜ୍ୟରେ ୩୦ ଯାଏଁ ବର୍ଷା ସମ୍ଭବନା
ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୨୮ରୁ ୩୦ ତାରିଖ ମଧ୍ୟରେ ଓଡ଼ିଶାର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି । ଗୋଟିଏରୁ!-->…
Read More...
Read More...