ଆଉ ୬୫ ଜଣଙ୍କ ଜୀବନ ନେଲା କରୋନା, ଚିହ୍ନଟ ହେଲେ ୨୦୭୪ ଆକ୍ରାନ୍ତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ!-->…
Read More...
Read More...