ବୌଦ୍ଧ: ଭରଚୁଆଲ ମାଧ୍ୟମରେ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

ବୌଦ୍ଧ,୭/୭- ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋସ୍ନା ଭୋଇଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ଭବନ ସମ୍ମିଳନୀ କକ୍ଷରେ ୨୦୨୧-୨୨ ଆର୍ଥିକବର୍ଷ ପାଇଁ ଭର୍‌ଚୁଆଲ ମାଧ୍ୟମରେ ଆଜି ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ଉପଲକ୍ଷେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର
Read More...

ବୌଦ୍ଧଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଭାପତି ହେଲେ ଅଟଳ ପ୍ରଧାନ

ବୌଦ୍ଧ,୭/୭- ବୌଦ୍ଧଜିଲ୍ଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ସଭାପତି ଭାବେ ଆଜି ଅଟଳ ପ୍ରଧାନ ମନୋନୀତ ହୋଇଥିବା ଜଣାପଡିଛି । ଏନେଇ ବିଜେପି ସଭାପତି ବିପ୍ରଚରଣ ମହାନ୍ତି ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇଛନ୍ତି । ଶ୍ରୀ ପ୍ରଧାନଙ୍କୁ ଯୁବମୋର୍ଚ୍ଚା ସଭାପତି ପଦବୀ ପାଇଁ
Read More...

କିସ୍‌ ଅନୁଷ୍ଠାନ ଦ୍ୱାରା ପ୍ରଥମ ଶ୍ରେଣୀ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଚଳିତ ଶିକ୍ଷାବର୍ଷର ପାଠ୍ୟ…

ପାଟଣାଗଡ,୭/୭- ସମଗ୍ର ବିଶ୍ୱରେ କରୋନା ମହାମାରୀ ଜନିତ କଟକଣା ସମୟରେ ସଂପୂର୍ଣ୍ଣ ନିଃଶୁଳ୍କ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବାପାଇଁ କିସ କିଟ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ତଥା ରାଷ୍ଟ୍ରୀୟ କନ୍ୟା କିରଣର ପ୍ରତିଷ୍ଠାତା , ଅନ୍ତର୍ଜାତୀୟ ଆର୍ଟ ଅଫ ଗିଭିଙ୍ଗର ପ୍ରତିଷ୍ଠାତା ଡ଼
Read More...

ଖଟଖଟିଆ ନୋଡାଲ ସ୍କୁଲରେ ବୃକ୍ଷରୋପଣ

କଣ୍ଟାମାଳ,୭/୭- କଣ୍ଟାମାଳ ବ୍ଲକ ଖଟଖଟିଆ ନୋଡାଲ ସ୍କୁଲ ପରିସରେ ବନମହୋତ୍ସବ ସପ୍ତାହ ଅବସରରେ ଆଜି ବୃକ୍ଷରୋପଣ ହୋଇଯାଇଛି । ଶିକ୍ଷକ ରଞ୍ଜୁ ଅମାତଙ୍କ ଆବାହକତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପ୍ରଧାନ ଶିକ୍ଷକ ଗଣେଶ ମିଶ୍ର ଯୋଗଦେଇଥିବାବେଳେ ଅନ୍ୟତମ ଅତିଥି ଭାବେ
Read More...

ବୌଦ୍ଧଜିଲ୍ଲା ବିଜେପି ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦୁର୍ନୀତି ବିରୋଧରେ ହରଭଙ୍ଗା ବ୍ଲକ ଘେରାଉ

ହରଭଙ୍ଗା,୭/୭- ବୌଦ୍ଧ ଜିଲ୍ଲା ବିଜେପି ତରଫରୁ ହରଭଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବ୍ୟାପକ ଦୁର୍ନୀତି ହୋଇଥିବାରୁ ଆଜି ବ୍ଳକ ଘେରାଉ କରାଯାଇଥିଲା । ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ୱପ୍ନ ୨୦୨୨ ସୁଦ୍ଧା ସବୁ ଗରିବ ଯୋଗ୍ୟ ପରିବାରକୁ ପକ୍କା ଘର ଯୋଗେଇ
Read More...

ରାୟଗଡ ପ୍ରେସ୍‌ କ୍ଳବ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାୟଗଡ/୭/୭/୨୧: ୭୨ତମ ବନ ମହୋତ୍ସବ ସପ୍ତାହ ପାଳନର ଶେଷ ଦିନରେ ରାୟଗଡ ବନଖଣ୍ଡ ସହାୟତାରେ ରାୟଗଡ ପ୍ରେସ୍‌ କ୍ଳବ ଦ୍ୱାରା ରିଙ୍ଗରୋଡ୍‌ ସ୍ଥିତ ସ୍ଥାନୀୟ ସହାରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ଓ ବାହାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ପ୍ରେସ୍‌ କ୍ଳବ ସଭାପତି
Read More...

ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧି ପ୍ରତିବାଦରେ ଥାଳି ଘଣ୍ଟ ବାଡାଇ ଅଭିନବ ଉପାୟରେ କଂଗ୍ରେସକର୍ମୀଙ୍କ ବିକ୍ଷୋଭ ପ୍ରଦର୍ଶନ

ରାୟଗଡ/୭/୭/୨୧: ଗତ ୨ମାସ ମଧ୍ୟରେ କ୍ରମାଗତ ଭାବେ ପେଟ୍ରୋଲ ଓ ଡିଜେଲ ତଥା ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦର ଅହେତୁକ ଭାବେ ୩୦ଥର ବୃଦ୍ଧି ପାଇଥିବା ଯୋଗୁଁ ଜନ ସାଧାରଣ ହନ୍ତସନ୍ତ ହେଉଛନ୍ତି । ତଥାପି କେନ୍ଦ୍ର ଓ ରାଜ୍ୟ ସରକାର ଦରବୃଦ୍ଧି ନିୟନ୍ତ୍ରଣ କ୍ଷେତ୍ରରେ କୈାଣସି ପଦକ୍ଷେପ ଗ୍ରହଣ
Read More...

ଅଶ୍ୱିନୀ ବୈଷ୍ଣବଙ୍କ ସମେତ ୧୫ କ୍ୟାବିନେଟ୍‌ ମନ୍ତ୍ରୀ ଶପଥ ନେଲେ, ଦେଖନ୍ତୁ ଲିଷ୍ଟ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଭବନରେ ଚାଲିଥିବା ଶପଥ ପାଠ ଉତ୍ସବରେ ୧୫ଜଣ କ୍ୟାବିନେଟ ମନ୍ତ୍ରୀ ଶପଥ ନେଇଛନ୍ତି । ୧୫ଜଣଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶପଥ ପାଠ କରାଇଛନ୍ତି । ଓଡିଶାରୁ ରାଜ୍ୟସଭା ସାଂସଦ ହୋଇଥିବା ଅଶ୍ୱିନୀ ବୈଷ୍ଣବଙ୍କୁ କ୍ୟାବିନେଟ ମନ୍ତ୍ରୀପଦ ମିଳିଛି । ସେହିପରି ଯୁବ
Read More...

ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ଉତ୍ସବ ଆରମ୍ଭ, କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ସିନ୍ଧିଆ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳି ସରକାରର ପ୍ରଥମ କ୍ୟାବିନେଟ ସଂପ୍ରସାରଣ ଆରମ୍ଭ ହୋଇଛି । ରାଷ୍ଟ୍ରପତି ଭବନରେ ନୂଆ ମନ୍ତ୍ରୀମାନଙ୍କୁ ଶପଥ ଗ୍ରହଣ କରାଉଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପ୍ସର୍ବପ୍ରଥମେ, ନାରାୟଣ ରାଣେ ଅଫିସ ଏବଂ ରହସ୍ୟର ଶପଥ ଗ୍ରହଣ
Read More...