ରେଢ଼ାଖୋଲରେ ପଞ୍ଚାୟତରାଜ ମନ୍ତ୍ରୀଙ୍କ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା

ରେଢ଼ାଖୋଲ: ଓଡିଶା ସରକାରଙ୍କ ଗ୍ରାମ୍ୟ ଉନ୍ନୟନ, ପଂଚାୟତ ରାଜ ଓ ପାନୀୟ ଜଳ ବିଭାଗର ମାନ୍ୟବର ମନ୍ତ୍ରୀ ରବି ନାରାୟଣ ନାଏକ ଆଜି ରେଢ଼ାଖୋଲ ଉପଖଣ୍ଡର ରେଢ଼ାଖୋଲ ଓ ନାକଟିଦେଉଳ ବ୍ଲକରେ ଚାଲିଥିବା ବିଭିନ୍ନ ବିଭାଗର ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି | ସ୍ଥାନୀୟ ରେଢ଼ାଖୋଲ
Read More...

ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ 

ବାଲେଶ୍ୱର: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ ହୋଇଛି। ୧୧ ଟି ଡିଏସପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କୁ ନେଇ ଭିଜିଲାନ୍ସ ଟିମ୍
Read More...

ମିଶନ ଶକ୍ତି ଅଡିଟୋରିୟମ ଓ କଲ୍ ସେଣ୍ଟରର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

ଭୁବନେଶ୍ବର:ଆଜି ପୋଖରୀପୁଟ ସ୍ଥିତ ମିଶନ ଶକ୍ତି ଭବନ ପରିସରରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ମିଶନ ଶକ୍ତି ବିଭାଗର କଲ୍ ସେଣ୍ଟର ଓ ଅଡିଟୋରିୟମର ଉଦଘାଟନ କରିଛନ୍ତି । ସାତ କୋଟି ଅଣଷଠି ଲକ୍ଷ ବ୍ୟୟରେ
Read More...

ପୁରୀରେ ଅକ୍ଟୋବର ୧୮ରୁ ହେବ ଜାତୀୟ ତୀରନ୍ଦାଜ ଟୁର୍ଣ୍ଣାମେଣ୍ଟ

ପୁରୀ : ପୁରୀ ଜଗନ୍ନାଥ ଷ୍ଟାଡିୟମ ଠାରେ ୪ ର୍ଥ ଏନଟିପିସି ଜାତୀୟ ରାକିଂ ତୀରନ୍ଦାଜ ଟୁର୍ଣ୍ଣାମେଣ୍ଟ ଅକ୍ଟୋବର ୧୮ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ସ୍ଥିର ହୋଇଛି।ଏହି ଟୁର୍ଣ୍ଣାମେଣ୍ଟକୁ ଶୃଙ୍ଖଳିତ ଓ ସୁଚାରୁ ରୁପେ ପରିଚାଳନା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି
Read More...

ମହୁମାଛି ଆକ୍ରମଣରେ ଜଣେ ମୃତ, ଦୁଇ ଗୁରୁତର

ବାଲିଗୁଡ଼ା: ଶିଆଳି ପତ୍ର ସଂଗ୍ରହ ବେଳେ ମହୁମାଛି ଆକ୍ରମଣରେ ଜଣେ ମହିଳା ମୃତ, ଦୁଇ ଜଣ ମହିଳା ଗୁରୁତର । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍‌ ଅନ୍ତର୍ଗତ ମୁଣ୍ଡିଗଡ଼ ଅଞ୍ଚଳରେ ଘଟିଛି ଏଭଳି ଦୁଃଖଦ ଘଟଣା । ମୃତକ ବାଟିକିଲୁ ଗାଁ ର ମହିଳା ମୁନୁରି ମାଝୀ ହୋଇଥିବା ଜଣାପଡ଼ିଛି ।ସୂଚନା
Read More...

ସାପ କାମୁଡାରେ ୩ ମୃତ ଘଟଣା, ପରିବାରବର୍ଗଙ୍କୁ ଭେଟିଲେ ସରକାରୀ ଦଳର ମୁଖ୍ୟ ସଚେତକ

ବୌଦ୍ଧ : ବୌଦ୍ଧ ଜିଲା ବଘିଆପଡା ଫାଣ୍ଡି ଟିକରପଡ଼ା ପଞ୍ଚାୟତର ଚରିଆପାଲି ଗାଁରେ ଗତ କିଛିଦିନ ତଳେ ଗୋଟିଏ ପରିବାର ତିନିଜଣ ଝିଅଙ୍କ ସାପ କାମୁଡାରେ ଜୀବନ ଯାଇଥିବା ବେଳେ ବାପା ମଧ୍ୟ ଗୁରୁତର ଭାବେ ମେଡିକାଲରେ ଚିକିତ୍ସା ହେଉଥିଲେ । ଏଭଳି ଘଟଣାଟି ସାରା ଜିଲ୍ଲାରେ ଏକ ଦୁଃଖଦ ଖବର ଆଣିଥିଲା ।
Read More...

ହୀରାଞ୍ଚଳ ପ୍ରଭାବ;ଛେଳିଖାଇ ଗ୍ରାମରେ ଲାଗିଲା ଟ୍ରାନ୍ସଫରମର

ହରଭଙ୍ଗା:- ହରଭଙ୍ଗା ବ୍ଲକ ଅନ୍ତର୍ଗତ ସଙ୍କୁଲୋଇ ଗ୍ରାମ ପଞ୍ଚାୟତର ଛେଳିଖାଇ ଗ୍ରାମରେ ୧୦ କେଭି ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଗାଁକୁ ସମ୍ପୂର୍ଣ୍ଣ ଭାବରେ ବିଦ୍ୟୁତ ସରବରାହ ବନ୍ଦ ରହିଥିଲା । ଏନେଇ ବିଭାଗୀୟ ଯନ୍ତ୍ରୀଙ୍କୁ ଗ୍ରାମବାସୀ ଜଣେଇଥିଲେ ମଧ୍ୟ କୌଣସି ସୁଫଳ
Read More...

୧୦୦ ଦିନ ମଧ୍ୟରେ ସମସ୍ତ ପ୍ରମୁଖ ପ୍ରତିଶ୍ରୁତି ପାଳନ କରିଛୁ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର :ଆଜି ପୁରୀ ଠାରେ ନୂଆ ସରକାର ଗଠନର ପ୍ରଥମ ୧୦୦ ଦିନ ପୂରଣ ଅବସରରେ ରାଜ୍ୟ ସ୍ତରୀୟ ଉତ୍ସବ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ନୂଆ ସରକାର ୧୦୦ ଦିନ ମଧ୍ୟରେ ସମସ୍ତ ପ୍ରମୁଖ ପ୍ରତିଶ୍ରୁତି ପାଳନ
Read More...

ଆଦର୍ଶ ଶିକ୍ଷକ ସମରେନ୍ଦ୍ର ସାହୁଙ୍କୁ ସେବା ଅବସରକାଳୀନ ସମ୍ବର୍ନ୍ଧନା

ତିର୍ତ୍ତୋଲ: ତିର୍ତ୍ତୋଲ ବ୍ଲକ ତରଜଙ୍ଗା ଗ୍ରାମ ପଞ୍ଚାୟତ ଅଧୀନ ତେରତାଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ତଥା ତିର୍ତ୍ତୋଲ ମଣ୍ଡଳ ଭାରପ୍ରାପ୍ତ ସହକାରୀ ଶିକ୍ଷାଧିକାରୀ ସମରେନ୍ଦ୍ର ସାହୁଙ୍କ ସେବା ଅବସରକାଳୀନ ସମ୍ବର୍ନ୍ଧନା ଉତ୍ସବ ବିଦ୍ୟାଳୟ ପରିସରରେ
Read More...

ବରିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ପ୍ରତାପ ମହାପାତ୍ରଙ୍କ ପରଲୋକ

ବ୍ରହ୍ମପୁର,( ହୀପ୍ର) : ଗଂଜାମ ଜିଲ୍ଲାର ପୁରପଲ୍ଲୀର କଳା ଓ ସଙ୍ଗୀତ ଜଗତରେ ପ୍ରତାପ ଭାଇ ଭାବେ ପରିଚିତ ଗଞ୍ଜାମ ଜିଲ୍ଲାର ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପ୍ରତାପ ମହାପାତ୍ରଙ୍କ ଗୁରୁବାର ପରଲୋକ ହୋଇଯାଇଛି କିଛି ମାସ ହେଲା ସେ ଅସୁସ୍ଥ ଥିଲେ । ଗଞ୍ଜାମ ଜିଲ୍ଲା ହିଂଜିଳିକାଟୁ ବ୍ଲକର ମାରୁଡ଼ି
Read More...