ସ୍ୱାମୀର ଶିଳପୁଆ ମାଡ଼ରେ ସ୍ତ୍ରୀ ମୃତ
ଯାଜପୁର : ଘରୋଇ କଳି ନେଇଗଲା ଜୀବନ । ସ୍ୱାମୀର ଶିଳପୁଆ ମାଡ଼ରେ ସ୍ତ୍ରୀର ମୃତ୍ୟୁ । ମୃତକ ବୀଣାପାଣି ଦାସ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି । ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ମଙ୍ଗଳପୁର ଥାନା ଶୁଶୁଆ ପଞ୍ଚାୟତ ଇଶ୍ୱରପୁର ଗାଁର ଘଟିଛି ଏଭଳି!-->…
Read More...
Read More...