ଅହେତୁକ ବିଜୁଳି ଦରବୃଦ୍ଧି, ବାରମ୍ବାର ବିଜୁଳି କାଟ ନେଇ ଭାରତୀୟ ଜନତା ପାର୍ଟି ଫିରିଙ୍ଗିଆ ବ୍ଲକ ତରଫରୁ ଦାବୀପତ୍ର…
ଫୁଲବାଣୀ,୧୭/୭-କରୋନା ମହାମାରୀ ସମୟରେ ସର୍ବସାଧାରଣ ଖଟିଖିଆ ଦିନ ମଜୁରିଆଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଥିବା ବେଳେ ଅନ୍ୟପଟେ ଘନଘନ ବିଦ୍ୟୁତ କାଟ ସାଙ୍ଗକୁ ବିଜୁଳି ଦରର ଅହେତୁକ ବୃଦ୍ଧି ଜନ ଜୀବନକୁ ଅସ୍ତବ୍ୟସ୍ତ କରିପକାଇଲାଣି । ଏ ନେଇ ଆଜି କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ବ୍ଲକ ତରଫରୁ!-->…
Read More...
Read More...