ଶେଷ ହେଲା ତିନି ଠାକୁରଙ୍କ ପହଣ୍ଡି ବିଜେ,ରଥାରୁଢ଼ ହେଲେ ଶ୍ରୀଜିଉ
ପୁରୀ: ଶେଷ ହେଲା ତିନି ଠାକୁରଙ୍କ ପହଣ୍ଡି ବିଜେ। ତିନି ରଥରେ ରଥାରୁଢ଼ ହେଲେ ତିନି ଠାକୁର । ଦେବଦଳନରେ ସୁଭଦ୍ରା, ତାଳଧ୍ୱଜରେ ବଳଭଦ୍ର ରଥାରୁଢ଼। ନନ୍ଦିଘୋଷ ରଥରେ ପ୍ରଭୁ ଶ୍ରୀଜଗନ୍ନାଥ ରଥାରୁଢ଼।ଧାଡ଼ି ପହଣ୍ଡିରେ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ବଡ଼ଦାଣ୍ଡକୁ ଆସିଲେ ଚତୁର୍ଦ୍ଧାମୂର୍ତ୍ତୀ ।!-->…
Read More...
Read More...