ରାସ୍ତାରେ ଛିଡା ହୋଇଥିଲା ବସ୍, ପଛରୁ ପିଟିଲା ଟ୍ରକ୍ : ୫ ମୃତ
ଲକ୍ଷ୍ନୌ : ଉତ୍ତରପ୍ରଦେଶ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍ରେ ଆଜି ଏକ ବଡ ଧରଣର ଦୁର୍ଘଟଣା ଘଟିଛି । ରାସ୍ତାକଡ଼ରେ ଛିଡା ହୋଇଥିବା ବସ୍କୁ ପଛପଟୁ ଜୋରଦାର ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି!-->…
Read More...
Read More...