୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର,: ଆହୁରି ଦୁଇଦିନ ରାଜ୍ୟରେ ପାଗ ମେଘୁଆ ରହିବା ସହ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଶୁକ୍ରବାର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏଥିରୁ ଭଦ୍ରକ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ାର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ ।!-->…
Read More...
Read More...