ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା, ୫ଦିନ ଯାଏଁ ବର୍ଷିବ

ଭୁବନେଶ୍ୱର : ମୌସୁମୀକୁ ଧରି ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ ପାଇଁ ଦାନା ବାନ୍ଧି ସାରିଲାଣି । ଏହା ୧୦ରୁ ୧୪ ତାରିଖ ଯାଏଁ ବର୍ଷିବ । ଉପକୂଳରୁ ଆଭ୍ୟନ୍ତରୀଣ ପର୍ଯ୍ୟନ୍ତ ଲଗାଣ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏଭଳି ବର୍ଷାରେ ବିଭିନ୍ନ ନଦୀ ଉଛୁଳିପାରେ । ବନ୍ୟା
Read More...

ପୁଣି ୪୪ଜଣଙ୍କ ଜୀବନ ନେଲା କରୋନା, ୬୦୯୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୯୭ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌
Read More...

ଆଜି ସାବିତ୍ରୀ ଅମାବାସ୍ୟା

ଭୁବନେଶ୍ୱର : ଆଜି ସାବିତ୍ରୀ ଅମାବସ୍ୟା। ଓଡିଆ ଘରର ଏହି ପର୍ବକୁ ସାଧାରଣରେ ସଧବା ମାନେ ହିଁ ପାଳନ କରିଥାନ୍ତି। ସ୍ୱାମୀଙ୍କର ଉତମ ସ୍ୱାସ୍ଥ୍ୟ ଓ ନିରାମୟ ଜୀବନ କାମନା କରି ସଧବା ନାରୀମାନେ ଜ୍ୟେଷ୍ଠ ମାସ ଅମାବାସ୍ୟାରେ ସାବିତ୍ରୀ ବ୍ରତ ପାଳନ କରିଥାନ୍ତି। ଏହି ବ୍ରତରେ ନାରୀମାନେ
Read More...

ଯୁବ ବିଜେଡି ପକ୍ଷରୁ ମେଗା ରକ୍ତଦାନ ଶିବିର ଉଦଘାଟିତ

ଭୁବନେଶ୍ବର,୧୦/୬- ମୁଖ୍ୟମନ୍ତ୍ରୀ ତଥା ବିଜେଡି ରାଜ୍ୟ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ "ଓଡ଼ିଶା- ମୋ ପରିବାର" ଜୀବନ ବିନ୍ଦୁ ଆନୁକୁଲ୍ୟରେ ବିଜୁ ଯୁବ ଜନତା ଦଳ ପକ୍ଷରୁ ବିଜେଡି ରାଜ୍ୟ କାର୍ଯ୍ୟାଳୟ ଠାରେ ସ୍ବେଛାକୃତ ମେଗା ରକ୍ତଦାନ ଶିବିର ଉଦଘାଟିତ ହୋଇଯାଇଛି।
Read More...

ବଜ୍ରାଘାତରେ ୬ ଗୋରୁ ମୃତ

ବାଲିଗୁଡ଼ା,୧୦/୬- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ବାଲିଗୁଡ଼ା ଥାନା ବାରଖମାରେ ବଜ୍ରାଘାତରେ ୬ ଗୋରୁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । ଘଟଣା ପ୍ରକାରେ ଗତକାଲି ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବାଲିଗୁଡ଼ା ଅଞ୍ଚଳରେ ଘଡ଼ଘଡ଼ି ବିଜୁଳି
Read More...

ଓଡିଶା-ଆନ୍ଧ୍ର ସୀମାନ୍ତ ଚେକିଂ ପଏଣ୍ଟରେ ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ

ରାୟଗଡ୧୦/୬: ରାୟଗଡ ଜିଲ୍ଲାପାଳ ସରୋଜ କୁମାର ମିଶ୍ର ଆନ୍ଧ୍ର ଓଡିଶା ସୀମାନ୍ତ କେରଡା ଚେକ ପଏଣ୍ଟ ଗସ୍ତ କରି ଯାଞ୍ଚ ପ୍ରକ୍ରିୟା ଅନୁଧ୍ୟାନ କରିଥିଲେ । ସେଠାରେ ନିୟୋଜିତ ପୋଲିସ କର୍ମଚାରୀ, ପରିବହନ କର୍ମଚାରୀ, ଶିକ୍ଷକ ଆଦିଙ୍କ ସହିତ ବିଭିନ୍ନ ସମସ୍ୟା ସମ୍ବନ୍ଧରେ ଆଲୋଚନା କରିଥିଲେ ଓ
Read More...

କେବେ ମିଳିବ ବିଧବା ଗରିବ ମହିଳାଙ୍କୁ ଆବାସଘର

ହରଭଙ୍ଗା,୯/୬- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ଧଳପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ବେଲପଦର ଗ୍ରାମର ହରିଜନ ସାହିର ଚମ୍ପା ମହାନନ୍ଦିଆ ଏକ ଚାଳ ଛପର ଘରେ ଜରି ଟାଣି ରହୁଛନ୍ତି । ଚମ୍ପା ମହାନନ୍ଦିଆଙ୍କ ସ୍ୱାମୀଙ୍କ ମୃତ୍ୟୁ ପରେ ,ଚମ୍ପା ଏକୁଟିଆ ଏହି ଚାଳଛପର ଘରେ ରହୁଛନ୍ତି । ଆଗକୁ ବର୍ଷାଦିନ
Read More...

ବିନା ସୂଚନାରେ ବାରମ୍ବାର ବିଦ୍ୟୁତ କାଟ ନେଇ ଡେ଼ପୁଟି କଲେକ୍ଟର ଓ ବିଦ୍ୟୁତ ବିଭାଗର କାର୍ଯ୍ୟ ନିର୍ବାହୀଯନ୍ତ୍ରୀଙ୍କୁ…

ଗଜପତି,୯/୬- ଗଜପତି ଜିଲ୍ଲାରେ ବିନା ସୂଚନାରେ ବାରମ୍ବାର ବିଦ୍ୟୁତକାଟକୁ ବିରୋଧ କରି ବିଜେପି ତରଫରୁ ବିଦ୍ୟୁତ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଓ ଡେ଼ପୁଟି କଲେକ୍ଟରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଜିଲ୍ଲାର ସଦରମହକୁମା ସହ ବିଭିନ୍ନ ବ୍ଳକରେ ବିନା ସୂଚନାରେ ବାରମ୍ବାର
Read More...

ବଳଦ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ହରଭଙ୍ଗା,୯/୬ - ବୌଦ୍ଧଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ଛତ୍ରଙ୍ଗ ଗ୍ରାମରେ ଏକ ବଳଦ ଆକ୍ରମଣରେ ଉକ୍ତ ଗ୍ରାମର ବାରିକ ବେହେରା ନାମକ ଜଣେ ୬୫ ବର୍ଷୀୟ ବୃଦ୍ଧ ଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି । ସୂଚନା ଅନୁଯାୟୀ ବାରିକ ବେହେରା ଆଜି ରାସ୍ତା ରେ ଯାଉଥିବା ବେଳେ ବିପରୀତ ଦିଗରୁ ଏକ ବଳଦ
Read More...