ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର
ନୂଆଦିଲ୍ଲୀ : ଦେଶରେ ଗୋଟିଏ ଦିନ ଥମିବା ପରେ ଆଜି ପୁଣି ବଢିଛି ପେଟ୍ରୋଲ ଏବଂ ଡିଜେଲର ଦର । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଆଜି ୧୯ ପଇସା ବୃଦ୍ଧି ପାଇଛି । ଯାହା ପରେ ରାଜଧାନୀ ଦିଲ୍ଲୀରେ ଏକ ଲିଟର ପେଟ୍ରୋଲର ମୂଲ୍ୟ ବର୍ତ୍ତମାନ ୯୫.୫୬ କୁ ବୃଦ୍ଧି ପାଇଛି । ଯାହାକି ଏପର୍ଯ୍ୟନ୍ତ ସର୍ବାଧିକ!-->…
Read More...
Read More...